Psalms 134
ସଦାପ୍ରଭୁଙ୍କ ସ୍ତୁତି ଗାନ
ଆରୋହଣ ଗୀତ।
1ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ,ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
2ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ
ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।
ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
3
Copyright information for
OriULB